Meaning : ଯିଏ ଚଞ୍ଚଳ ନୁହେଁ
Example :
ସେ ଗମ୍ଭୀର ସ୍ୱଭାବର ବ୍ୟକ୍ତି
Synonyms : ଗମ୍ଭୀର, ଥଣ୍ଡା ମିଜାଜ୍, ଶାନ୍ତ, ସୌମ୍ୟ, ସ୍ଥିର
Translation in other languages :
Meaning : ଯାହାର ଚିତ୍ତ ସ୍ଥିର
Example :
ସ୍ଥିରଚିତ୍ତ ବ୍ୟକ୍ତି ବିପତ୍ତିରେ ଭୟ କରନ୍ତି ନାହିଁ
Synonyms : ପ୍ରଶାନ୍ତ, ଶାନ୍ତ, ସୁଶାନ୍ତ, ସ୍ଥିର, ସ୍ଥିରଚିତ୍ତ
Translation in other languages :