Meaning : ଯାହା ଟଳିବ ନାହିଁ, ନିଶ୍ଚୟ ହିଁ ଘଟିବ
Example :
ଜନ୍ମ ନେଉଥିବା ସବୁ ଜୀବର ମୃତ୍ୟୁ ଅବଶ୍ୟମ୍ଭାବୀ
Synonyms : ଅନିବାର୍ଯ୍ୟ, ଅବଶ୍ୟମ୍ଭାବୀ, ନିଶ୍ଚିତ
Translation in other languages :
Meaning : ଯେ ନିଷ୍ପତ୍ତି ବଦଳାଏ ନାହିଁ
Example :
ଭୀଷ୍ମ ପିତାମହ ବିବାହ ନକରିବାକୁ ଦୃଢ଼ ପ୍ରତିଜ୍ଞା କରିଥିଲେ ସେ ନିଜ ନିଷ୍ପତ୍ତି ଉପରେ ଅଟଳ ରହିଲେ
Translation in other languages :