Meaning : କାହାରିଦ୍ୱାରା କରାଯାଇଥିବା କାମ ବା ପ୍ରଦାନ କରାଯାଇଥିବା ପରାମର୍ଶକୁ ଠିକ୍ ବୋଲି ନିଜର ସ୍ୱୀକୃତି ଦେବା
Example :
ଆମେ ଏହି ପ୍ରସ୍ତାବକୁ ଅନୁମୋଦନ କରୁଛୁ
Synonyms : ସମର୍ଥନ
Translation in other languages :
The act of providing approval and support.
His vigorous backing of the conservatives got him in trouble with progressives.Meaning : କୌଣସି କଥା ବା ପରାମର୍ଶଆଦି ଉପରେ ଆନନ୍ଦ ପ୍ରକାଶ କରିବା କ୍ରିୟା ବା ଭାବ
Example :
ମୋର ବକ୍ତବ୍ୟ ଉପରେ ତାଙ୍କର ଅନୁମୋଦନ ଉପରଠାଉରିଆ
Translation in other languages :
Enthusiastic approval.
The book met with modest acclaim.Meaning : ପ୍ରତିନିଧିମାନଙ୍କଦ୍ୱାରା କରାଯାଇଥିବା କାର୍ଯ୍ୟକୁ ସ୍ୱୀକୃତି ପ୍ରଦାନ କରି ତାହା ଚୂଡ଼ାନ୍ତ କରିବା କ୍ରିୟା
Example :
ତାକୁ ଏବେ ମନ୍ତ୍ରୀଙ୍କଦ୍ୱାରା ଅନୁମୋଦନ କରାଇବାକୁ ହେବ
Synonyms : ଅଭିପୋଷଣ
Translation in other languages :
प्रतिनिधियों के किए हुए कार्य की स्वीकृति प्रदान करके उसे पक्का करने की क्रिया।
अभी इसका मंत्रीजी से अभिपोषण कराना होगा।Making something valid by formally ratifying or confirming it.
The ratification of the treaty.