Meaning : ଛିଦ୍ରଯୁକ୍ତ ପାତ୍ରଦ୍ୱାରା ଶିବଲିଙ୍ଗ ଉପରେ ପାଣି,ଦୁଧ ଆଦି ଟପ ଟପ କରି ପକାଇବା ପ୍ରକ୍ରିୟା
Example :
ଶ୍ରଦ୍ଧାଳୁ ଅଭିଷେକପାଇଁ ପାତ୍ରରେ ଜଳ ଭରି ଆଣିଲେ
Synonyms : ଅଭିଷେକ
Translation in other languages :
Meaning : ଶାନ୍ତି ବା ମଙ୍ଗଳପାଇଁ ମନ୍ତ୍ରପଢ଼ି କୁଶ ତଥା ଦୂବରେ ଜଳ ଛିଞ୍ଚିବାର ପ୍ରକ୍ରିୟା
Example :
ପୂଜାରୀ ଶିବଲିଙ୍ଗକୁ ଅଭିଷେକ କରୁଛନ୍ତି
Synonyms : ଅଭିଷେକ
Translation in other languages :
शांति या मंगल के निमित्त मंत्र पढ़कर कुश तथा दूब से जल छिड़कने की क्रिया।
पुजारी शिवलिंग का अभिषेक कर रहे हैं।The ritual washing of a priest's hands or of sacred vessels.
ablution