Meaning : ଭୟ, ଚିନ୍ତାଆଦି କାରଣରୁ ମସ୍ତିଷ୍କର ଶିରା ପ୍ରଶିରାରେ ଅସ୍ଥିରତାର କ୍ରିୟା ଯାହାଦ୍ୱାରା ଚିନ୍ତା ବଢ଼ିଯାଏ
Example :
ମାନସିକ ଅସ୍ଥିରତା କାରଣରୁ ତାର ଦେହ ଖରାପ ହୋଇଗଲା
Translation in other languages :
Meaning : କୌଣସି ଭୟଙ୍କର ବା ଚିନ୍ତାଜନକ ଘଟଣା କାରଣରୁ ଲୋକଙ୍କର ହେଉଥିବା ଭୟ ଯାହାର ଫଳ ସ୍ୱରୂପ ଲୋକେ ନିଜ ରକ୍ଷାର ଉପାୟ ଭାବିବାକୁ ଲାଗନ୍ତି
Example :
ବମ୍ ଫୁଟିବାରୁ ଲୋକଙ୍କ ମଧ୍ୟରେ ଅଶାନ୍ତି ଖେଳିଗଲା
Translation in other languages :