Meaning : କୌଣସି ଜିନିଷରୁ ବାହାରୁଥିବା ଅଂଶ ବା ତା ଉପରେ ଜମା ହୋଇଥିବା ମଇଳା କିମ୍ବା ଧୂଳି
Example :
ଲୁଗାରୁ ମଇଳା ବାହାର କରିବାପାଇଁ ସେଗୁଡ଼ିକୁ ସାବୁନ, ସର୍ଫଆଦିରେ ଧୋଇବା ଉଚିତ
Synonyms : ମଇଳା
Translation in other languages :
Fine powdery material such as dry earth or pollen that can be blown about in the air.
The furniture was covered with dust.