Meaning : ଦୁଧ ଆଦି ଦ୍ରବ୍ୟକୁ ଚୁଲି ଉପରେ ବସାଇ ବହଳା କରିବାର କାମ
Example :
ଚାରିକିଲୋ ମଇଁଷି ଦୁଧ ଆଉଟିଲେ ଏକ କିଲୋ ରାବିଡି ମିଳେ
Synonyms : ଘାଣ୍ଟିବା
Translation in other languages :
Meaning : କୌଣସି ତରଳ ପଦାର୍ଥକୁ ଆଞ୍ଚ ଉପରେ ରଖି ଏତେ ଗରମ କରିବା ଯେମିତି ତାହା ଫେଣ ସହିତ ଉପରକୁ ଉଠିବାକୁ ଲାଗିବ
Example :
ମୁଁ ପିଇବା ପାଇଁ ପ୍ରତିଦିନ ଦଶ ଲିଟର ପାଣି ଫୁଟାଉଛି
Translation in other languages :