Meaning : ହର୍ଷ, ପ୍ରେମଆଦିର ଉତ୍ତେଜନାରେ ପୂର୍ଣ୍ଣ
Example :
ଭିକାରୀ ଆଶାତୀତ ଧନ ପାଇକରି ଆନନ୍ଦିତ ହୋଇଗଲା
Synonyms : ଉଲ୍ଲେସିତ, ଗଦଗଦ, ପ୍ରଫୁଲ୍ଲିତ
Translation in other languages :
Meaning : ଯିଏ ପ୍ରସନ୍ନ ହୋଇଛି
Example :
ପଦୋନ୍ନତିର ଖବର ଶୁଣାଇବା ନିମନ୍ତେ ମନୋଜ ପ୍ରସନ୍ନ ମନରେ ଘରେ ପହଁଚିଲା ଚିଡ଼ିଆଖାନା ଭ୍ରମଣ ପରେ ପିଲାମାନେ ଖୁସି ହେଲେ
Synonyms : ଆମୋଦିତ, ଆହ୍ଲାଦିତ, ଉଲ୍ଲସିତ, ଖୁସି, ପୁଲକିତ, ପ୍ରଫୁଲ୍ଲ, ପ୍ରଫୁଲ୍ଲିତ, ପ୍ରମୋଦିତ, ପ୍ରସନ୍ନ, ବିନୋଦିତ, ହର୍ଷିତ
Translation in other languages :
जिसे प्रसन्नता हुई हो।
पदोन्नति का समाचार सुनाने के लिए मनोज प्रसन्न मन से घर पहुँचा।