Meaning : ଶରୀରରେ ଛାତି ତଳେ ତଥା ପେଟ ଉପରର ଅଂଶ ବା ଭାଗ
Example :
ତିନି ଦିନ ଧରି ଖାଦ୍ୟ ନଖାଇବା କାରଣରୁ ତାର ପେଟ ପିଠି ଲାଗିଗଲାଣି
Translation in other languages :
Meaning : ପେଟ ଭିତରେ ଥଳିଭଳି ଏକ ଅଂଶ ଯେଉଁଥିରେ ଖାଇଥିବା ଖାଦ୍ୟପଦାର୍ଥ ଏକାଠି ହୋଇ ହଜମ ହୁଏ
Example :
ଅଧିକ ମସଲାଦିଆ ଖାଦ୍ୟ ଖାଇଲେ ପାକସ୍ଥଳୀ ଖରାପ ହୁଏ
Synonyms : ଆମାଶୟ, ଜଠର, ପାକସ୍ଥଳୀ
Translation in other languages :
An enlarged and muscular saclike organ of the alimentary canal. The principal organ of digestion.
breadbasket, stomach, tum, tummy