Meaning : ସୁରକ୍ଷିତ ହେବା ବା ରହିବା ଅବସ୍ଥା
Example :
ଆଜିକାଲି ସମାଜର ସୁରକ୍ଷା ବିପଦ ଗ୍ରସ୍ତନେତା ନିଜର ଓ ନିଜ ପରିବାରର ସୁରକ୍ଷା ଦୃଷ୍ଟିରୁ ଆତଙ୍କବାଦୀଙ୍କ ସହ ହାତ ମିଳାଇଲେ
Translation in other languages :
सुरक्षित होने या रहने की अवस्था।
आज समाज की सुरक्षितता खतरे में है।The state of being certain that adverse effects will not be caused by some agent under defined conditions.
Insure the safety of the children.Meaning : ମୃତ୍ୟୁର ଫଳସ୍ବରୂପ ସାଂସାରିକ କଷ୍ଟଭୋଗର ସମାପ୍ତି ଅଥବା ଏଥିରୁ ମିଳୁଥିବା ମୁକ୍ତି
Example :
କ୍ଷୀଣରୋଗରେ ପୀଡିତ ଜୀବନରୁ ସେ ଦିନରାତି ମୁକ୍ତି କାମନା କରୁଛି
Translation in other languages :
The act of reducing something unpleasant (as pain or annoyance).
He asked the nurse for relief from the constant pain.Meaning : ଜବତ୍ ହୋଇଥିବା ବା ହଜି ଯାଇଥିବା, ଚୋରି ଯିବା ବା ମିଳୁନଥିବା ଜିନିଷ ପାଇବାର କ୍ରିୟା
Example :
ଚୋରିଯାଇଥିବା ଲକ୍ଷାଧିକ ଟଙ୍କାର ଆଭୂଷଣକୁ ପୁଲିସ୍ ଉଦ୍ଧାର କରିଥିବା ଖବର ମିଳୁଛି
Translation in other languages :
Meaning : ମୁକ୍ତି ପାଇବାର କ୍ରିୟା
Example :
ଈଶ୍ୱର ସାଧନା ହିଁ ଜଗତରୁ ମୁକ୍ତି ପାଇବାର ସାଧନ
Synonyms : ନିସ୍ତାର, ମୁକ୍ତି, ମୋକ୍ଷ
Translation in other languages :
Recovery or preservation from loss or danger.
Work is the deliverance of mankind.Meaning : କୌଣସି ଜିନିଷକୁ ଆହୁରି ଭଲ ବା ଅଧିକ ଉପଯୋଗୀ କରିବା ବା କରାଇବା କାର୍ଯ୍ୟ
Example :
ଏହି କାର୍ଯ୍ୟରେ ସୁଧାରର ମଧ୍ୟ ଆବଶ୍ୟକତା ରହିଛି ଡାକ୍ତରଙ୍କ ହାତରେ ରୋଗୀଙ୍କର ଉଦ୍ଧାର ହୋଇଥାଏ
Synonyms : ସୁଧାର
Translation in other languages :
Meaning : କଷ୍ଟ ବା ବିପତ୍ତିଆଦିରୁ ବଞ୍ଚାଇବା ବା ଉଦ୍ଧାରିବା କାମ
Example :
ଏକମାତ୍ର ଈଶ୍ୱର ହିଁ ଆମ ସମସ୍ତଙ୍କର ଉଦ୍ଧାର କରିବାବାଲା
Synonyms : ତାରଣ, ନିସ୍ତାର, ମୁକ୍ତି, ରକ୍ଷା
Translation in other languages :
Recovery or preservation from loss or danger.
Work is the deliverance of mankind.