Meaning : କୌଣସି ବସ୍ତୁର ବ୍ୟବହାରରେ ସୁଖ ବା ମଜା ନେବାର କ୍ରିୟା
Example :
ଏହି କାର୍ଯ୍ୟାଳୟର ସମସ୍ତ ପଦାଧିକାରୀ କାର୍ଯ୍ୟାଳୟର ବସ୍ତୁଗୁଡ଼ିକର ଖୁବ୍ ଉପଭୋଗ କରୁଛନ୍ତି
Translation in other languages :
Meaning : ଖାଇବା ପିଇବା ଜିନିଷ ବା କୌଣସି ଅନ୍ୟ ବସ୍ତୁକୁ ଉପଯୋଗୀ କରିବା କ୍ରିୟା
Example :
ଅଧିକ ରକ୍ତଚାପରେ ପୀଡ଼ିତ ବ୍ୟକ୍ତିକୁ ନିୟମିତ ଭାବରେ ଔଷଧ ସେବନ କରିବା ଉଚିତ
Synonyms : ଖାଇବା, ଗ୍ରହଣ କରିବା, ଭୋଜନ, ସେବନ
Translation in other languages :
The act of using.
He warned against the use of narcotic drugs.