Meaning : ପାଣିରେ ମିଶାଯାଇଥିବା ଧୁଳି, ମାଟିଆଦି
Example :
ବର୍ଷାରେ ସବୁ ମାଟି ରାସ୍ତା କାଦୁଅରେ ଭର୍ତ୍ତି ହୋଇଯାଏ
Synonyms : କର୍ଦ୍ଦମ
Translation in other languages :
Meaning : ଯେଉଁ ଭୂମି ବହୁତ ତଳ ପର୍ଯ୍ୟନ୍ତ ଆଦ୍ର ଏବଂ ନରମ ଯେଉଁଥିରେ କୌଣସି ବସ୍ତୁ ଧସିଯାଇ ତଳ ପର୍ଯ୍ୟନ୍ତ ଯାଏ
Example :
ସେ ପଙ୍କରେ ପଡ଼ିଗଲା
Synonyms : ପଙ୍କ
Translation in other languages :