Meaning : ପାଟି ସଫା କରିବା ନିମନ୍ତେ ସେଥିରେ ପାଣି ନେଇ ଏପଟ ସେପଟ କରି ଫୋଫାଡ଼ିବା କ୍ରିୟା
Example :
ଖାଇବା ପରେ ଆମେ ଭଲ ଭାବରେ କୁଳି କରିବା ଆବଶ୍ୟକ
Synonyms : କୁଳା, କୁଳୁକୁଞ୍ଚା
Translation in other languages :
Meaning : ମୁହଁ ସଫା କରିବା ପାଇଁ ମୁହଁରେ ଭର୍ତ୍ତି କରି ହଲା ଯାଉଥିବା ପାଣି
Example :
କୁଳୁକୁଞ୍ଚା ଢୋକିବା ଉଚିତ ନୁହେଁ
Synonyms : କୁଳୁକୁଞ୍ଚା
Translation in other languages :