Meaning : କରଜଗ୍ରହୀତାଙ୍କ ଋଣ ବା ଅପରାଧୀଙ୍କ ଜରିମାନା ଆଦାୟ କରିବା ନିମନ୍ତେ ରାଜ୍ୟଦ୍ୱାରା ତାଙ୍କର ସମ୍ପତ୍ତି ଉପରେ ଅଧିକାର
Example :
ଋଣ ଫେରେଇ ନ ଥିବା କୃଷକଙ୍କ କୋରଖ କରାଯାଉଛି
Translation in other languages :
Placing private property in the custody of an officer of the law.
impounding, impoundment, internment, poundageMeaning : ଅଧିକାରୀ ଅଥବା ରାଜ୍ୟଦ୍ୱାରା ଦଣ୍ଡ ସ୍ୱରୂପ କୌଣସି ଅପରାଧୀର ସଂପତ୍ତି ହରଣ
Example :
ଲାଲାଜୀଙ୍କ ସବୁ ସମ୍ପତ୍ତି ଜବତ ହୋଇଛି
Synonyms : ଜବତ
Translation in other languages :