Meaning : ପାଠଶାଳାର ଯେଉଁ କୋଠରୀରେ ଗୋଟିଏ ଶ୍ରେଣୀର ସବୁ ପିଲା ବସି ପାଠପଢ଼ନ୍ତି
Example :
ଆମ ବିଦ୍ୟାଳୟରେ ଦୁଇଟି ନୂଆ ଶ୍ରେଣୀଗୃହ ତିଆରି ଚାଲିଛି
Translation in other languages :
पाठशाला का वह कमरा जहाँ एक ही वर्ग के सभी बच्चे बैठकर पढ़ते हैं।
हमारे विद्यालय में दो नयी कक्षाएँ बन रही हैं।Meaning : ପାଠପଢ଼ା କ୍ରମରେ ଉଚ୍ଚ ଓ ନୀଚ୍ଚ ସ୍ଥାନ
Example :
ତୁମେ କେଉଁ ଶ୍ରେଣୀରେ ପଢ଼ୁଛ?
Translation in other languages :