Meaning : ବାପା ଦାଦାଙ୍କ ସମୟରୁ ଚାଲିଆସିଥିବା ବା ବାପା ଦାଦାଙ୍କଠାରୁ ମିଳିଥିବା
Example :
ସେ ନିଜର ପୈତୃକ ସମ୍ପତ୍ତି ଗରିବମାନଙ୍କ ମଧ୍ୟରେ ବାଣ୍ଟିଦେଲା
Synonyms : ପୈତୃକ
Translation in other languages :
Inherited or inheritable by established rules (usually legal rules) of descent.
Ancestral home.