Meaning : ଖୋଳା ହୋଇଥିବା ଛିଦ୍ରରେ ଖୋପା ଯାଉଥିବା ଖିଲ
Example :
ଖିଲ ଲଗାଇବା ପରେ ଖଟର ହଲିବା ବନ୍ଦ ହୋଇଗଲା
Translation in other languages :
Meaning : କାଗଜରେ ତିଆରି ଶଙ୍କୁ ଆକାରର ପାତ୍ର ଯେଉଁଥିରେ ଭଜା ବାଦାମ, ଚଣାଆଦି ଭର୍ତ୍ତିକରି ବିକ୍ରିକରାଯାଏ
Example :
ବାଦାମବାଲା ପିଲାଟିର ଦୁଇ ହାତରେ ଠୁଙ୍ଗା ଧରାଇଦେଲା
Translation in other languages :
Meaning : କେଉଁଠି ବାଡ଼େଇବା ବା ପୋତିବା ପାଇଁ ଲୁହା ବା କାଠର କୀଳା
Example :
ଲୁଗା ଟାଙ୍ଗିବାପାଇଁ ରାମ କାନ୍ଥରେ କୀଳା ବାଡ଼େଇଲା
Translation in other languages :