Meaning : ଏଭଳି କୌଣସି ବସ୍ତୁ ତିଆରି କରିବା କିମ୍ବା ନୂଆ କଥା ବାହାର କରିବା ଯାହା କେହି ପ୍ରଥମେ ଜାଣି ନଥାନ୍ତି
Example :
ଏଡିସନ୍ ବିଜୁଳୀ ଆବିଷ୍କାର କରିଥିଲେ
Synonyms : ଆବିଷ୍କାର କରିବା, ଉଦ୍ଭାବନ କରିବା, ବାହାର କରିବା
Translation in other languages :
कोई ऐसी नयी वस्तु तैयार करना या नई बात ढूँढ़ निकालना जो पहले किसी को मालूम न रही हो।
एडीसन ने बिजली का आविष्कार किया।