Meaning : କୌଣସି ବାହାନ ଆଦିଦ୍ୱାରା ଗୋଟିଏ ଜାଗାରୁ ଅନ୍ୟ ଜାଗାକୁ ଯିବା ଆସିବାର କ୍ରିୟା
Example :
ପୂର୍ବ କାଳରେ ଯାତାୟତର ଏତେ ସାଧନ ନ ଥିଲା
Synonyms : ଯାତାୟତ
Translation in other languages :
The act of moving something from one location to another.
conveyance, transfer, transferral, transport, transportationMeaning : ଯିବାଆସିବାର କାମ
Example :
ରିକ୍ସା, ଟାକ୍ସି ଆଦିର ଧର୍ମଘଟ ସମୟରେ ଯାତାୟତ ପାଇଁ ବହୁତ ଅସୁବିଧା ହୁଏ
Synonyms : ଯାତାୟତ
Translation in other languages :
Meaning : ଯାତ୍ରୀଙ୍କୁ ବା ମାଲ ସବୁକୁ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ନେଇ ଯିବାପାଇଁ ଆବଶ୍ୟକ ସାଧନ ବା ଉପକରଣ
Example :
ଆଜିକାଲି ପରିବହନ ଉଦ୍ୟୋଗ ମଧ୍ୟ ଖୁବ ଭଲ ଚାଲିଛି
Synonyms : ପରିବହନ, ଯାତାୟାତ, ଯିବାଆସିବା
Translation in other languages :
A facility consisting of the means and equipment necessary for the movement of passengers or goods.
transit, transportation, transportation systemMeaning : ଗୋଟିଏ ଅବସ୍ଥା ବା ସ୍ଥାନରୁ ଅନ୍ୟ ଅବସ୍ଥା ବା ସ୍ଥାନକୁ ଯିବାର କ୍ରିୟା
Example :
ପାକିସ୍ଥାନ ଓ ଭାରତ ଗମନାଗମନର ସୁବିଧାକୁ ଅଧିକ ସୁଲଭ କରୁଛନ୍ତି
Translation in other languages :