Meaning : ଯାହା କୂଟତାରେ ଭରା ବା ଯାହା ବହୁତ କଠିନ
Example :
ଯୁଧିଷ୍ଠିର ଯକ୍ଷଙ୍କ କୂଟ ପ୍ରଶ୍ନର ଉତ୍ତର ଦେଇ ନିଜ ଭାଇମାନଙ୍କୁ ବଞ୍ଚାଇଲେ
Synonyms : କଠିନ, କୂଟ, କୂଟତାପୂର୍ଣ୍ଣ, ଗମ୍ଭୀର, ଜଟିଳ, ତେଢ଼ା
Translation in other languages :
Difficult to analyze or understand.
A complicated problem.