Meaning : କାହା ବିଷୟରେ କିଛି କହିବାର ପ୍ରକ୍ରିୟା
Example :
ଆଜିକାଲିର ନେତାମାନେ ସମସ୍ୟାଗୁଡ଼ିକର ସମାଧାନ ନକରି ସଭାସମିତିରେ କେବଳ ତାର ଉଲ୍ଲେଖ ମାତ୍ର କରୁଛନ୍ତି
Synonyms : ଉଲ୍ଲେଖ
Translation in other languages :
Meaning : ନିଜ ନିଜ ମଧ୍ୟରେ କଥାବାର୍ତ୍ତା ବା ଡକାଡକି ହେବାର କ୍ରିୟା
Example :
ସେ ଲୋକମାନେ ଦେଶର ଆର୍ଥିକ ସ୍ଥିତି ସମ୍ପକରେ କଥାବାର୍ତ୍ତା କରୁଥିଲେ ଆଜିକାଲି ତା ସହିତ ମୋର କଥାବାର୍ତ୍ତା ବନ୍ଦ ହୋଇଯାଇଛି
Synonyms : ଆଳାପ, କଥାବାର୍ତ୍ତା, ବାର୍ତ୍ତାଳାପ, ସଂଭାଷଣ
Translation in other languages :
आपस में बात करने या बोलने की क्रिया।
वे लोग देश की आर्थिक स्थिति पर बातचीत कर रहे थे।The use of speech for informal exchange of views or ideas or information etc..
conversationMeaning : କୌଣସି ବିଷୟରେ ହେଉଥିବା କଥା ବାର୍ତ୍ତା
Example :
ସେଠାରେ ଯୌତୁକ ପ୍ରଥା ଉପରେ ଆଲୋଚନା ହେଉଛି
Synonyms : ଆଲୋଚନା, ଗୋଷ୍ଠୀ, ପରିଚର୍ଚ୍ଚା, ମିଟିଙ୍ଗ, ସଂଗୋଷ୍ଠୀ
Translation in other languages :
किसी विषय पर की जाने वाली बात-चीत।
वहाँ दहेज प्रथा के ऊपर चर्चा की जा रही है।An exchange of views on some topic.
We had a good discussion.