Meaning : ସମ୍ବନ୍ଧ, ବ୍ୟବହାର ଆଦି ଠିକ ଭାବରେ ଚଳାଇ ରଖିବା
Example :
ଶାଶୁଘରେ ଯେକୌଣସି ପ୍ରକାରରେ ସୁସମ୍ପର୍କ ବଜାୟ ରଖିବାପାଇଁ ମାଆ ଝିଅକୁ ବୁଝେଇ କହିଲେ
Synonyms : ଚଳାଇବା, ଚଳେଇନେବା, ନିର୍ବାହ କରିବା, ବଜାୟ ରଖିବା
Translation in other languages :
संबंध, व्यवहार आदि ठीक तरह से चलाए चलना।
माँ ने बेटी को समझाते हुए कहा कि तुम किसी तरह ससुराल में निभा लेना।