Meaning : କୌଣସି ବସ୍ତୁକୁ ରଗଡ଼ି ବା ମାଜି ଚକ୍ମକ୍ କରିବା
Example :
ତମ୍ବା, ପିତ୍ତଳ, କଂସା ଆଦି ବାସନ ତେନ୍ତୁଳି ଭଳି ଖଟା ଜିନିଷରେ ମାଜିଲେ ସେଗୁଡ଼ିକ ଚମକେ
Synonyms : ଉଜ୍ଜ୍ୱଳ କରିବା, ଚକ୍ମକ୍ କରିବା, ଚମକ ଆସିବା, ଚମକିବା, ଚିକ୍କଣ ହେବା
Translation in other languages :