Meaning : ଦୂରକୁ ଦୌଡ଼ି ନ ପଳାଇବାପାଇଁ ଦୁଇଟି ଗାଈଙ୍କ ଗୋଡ଼କୁ ପରସ୍ପର ସହିତ ବାନ୍ଧିଦେବା
Example :
ଗାଈଚରାଳି ହଇରାଣ ହେବାରୁ ଦୁଇଟିଯାକ ଦୁଷ୍ଟଗାଈଙ୍କୁ ଛନ୍ଦିଦେଲା
Synonyms : ବାନ୍ଧିବା
Translation in other languages :
Meaning : କାହାରିସହିତ ଲଢ଼ିବାପାଇଁ ତାକୁ କାବୁକରିବା
Example :
କୁସ୍ତିବାଜମାନେ ପରସ୍ପରକୁ ଛନ୍ଦିଥିଲେ
Synonyms : ଆୟତ୍ତକରିବା, କାବୁକରିବା
Translation in other languages :
Meaning : ରସିଆଦିଦ୍ୱାରା ଗୋଡ଼ ଇତ୍ୟାଦି ବାନ୍ଧିବା ବା ଗଣ୍ଠି ପକାଇବା
Example :
ସେ ରୋଗଣା ମଇଁଷିକୁ ଇଞ୍ଜେକସନ ଦେବା ପୂର୍ବରୁ ତା ଆଗଗୋଡ଼କୁ ରସିରେ ବାନ୍ଧିଦେଲା
Synonyms : ଗଣ୍ଠି ପକାଇବା, ବାନ୍ଧିବା
Translation in other languages :