Subscribe
URL of the page has been copied to clipboard.
Meaning : କୌଣସି ସମ୍ପତ୍ତିକୁ ସୁରକ୍ଷିତ ରଖିବାପାଇଁ ବା କୌଣସି ବ୍ୟକ୍ତିକୁ ପଳାୟନ କରିବା ଆଦିରୁ ରୋକିବାପାଇଁ ନିଜ ଅଧିକାର ବା ସୁରକ୍ଷାରେ ନେଇ ରଖିବା ପ୍ରକ୍ରିୟା ବା ଭାବ
Example : ଭରତ ଶାହଙ୍କୁ ତିନି ମାସ ପର୍ଯ୍ୟନ୍ତ ପୋଲିସ ହେପାଜତରେ ରଖା ଯାଇଥିଲା
Synonyms : ଅଭିରକ୍ଷା, ନିରାପତ୍ତା, ହେପାଜତ
Translation in other languages :हिन्दी
किसी संपत्ति को रक्षित रखने के लिए अथवा किसी व्यक्ति को भागने आदि से रोकने के लिए अपने अधिकार या रक्षा में लेकर रखने की क्रिया या भाव।
Install App