Subscribe
URL of the page has been copied to clipboard.
Meaning : କୌଣସି ବିଷୟର ସମସ୍ତ ପାଠ ବା ଗୂଢ଼ ତତ୍ତ୍ୱର ଜ୍ଞାନ ପାଇବାପାଇଁ ତାହାକୁ ଦେଖିବା, ବୁଝିବା ବା ପଢ଼ିବାର କ୍ରିୟା
Example : ସେ ସଂସ୍କୃତ ଅଧ୍ୟୟନ କରିବା ନିମନ୍ତେ କାଶୀ ଯାଇଛି
Synonyms : ଅଧ୍ୟୟନ, ପଠନ, ପଢ଼ିବା
Translation in other languages :हिन्दी English
किसी विषय के सब अंगों या गूढ़ तत्वों का ज्ञान प्राप्त करने के लिए उसे देखने, समझने या पढ़ने की क्रिया।
Applying the mind to learning and understanding a subject (especially by reading).
Install App