Meaning : ପାଦ ଆଙ୍ଗୁଠିରେ ପିନ୍ଧା ଯାଉଥିବା ଧାତୁବଳୟ
Example :
ସେ ଡାହାଣ ଗୋଡ଼ ଆଙ୍ଗୁଠିରେ ଝୁଣ୍ଟିଆ ପିନ୍ଧିଛି
Translation in other languages :
Meaning : ପାଦ ଆଙ୍ଗୁଳିରେ ପିନ୍ଧା ଯାଉଥିବା ମୁଦି
Example :
ସେ ନିଜ ପାଦ ଆଙ୍ଗୁଠିରେ ରୁପାର ଗୋଡ଼ମୁଦି ପିନ୍ଧିଛି
Synonyms : ଗୋଡ଼ମୁଦି
Translation in other languages :
Meaning : ହାତ ବା ପାଦର ଆଙ୍ଗୁଳି ପବରେ ପିନ୍ଧିବା ନିମନ୍ତେ ବିଶେଷତଃ ରୂପାରେ ତିଆରି ହୋଇଥିବା ମୁଦି ଆକାରର ଏକ ଗହଣା
Example :
ସୀତାର ପାଦ ଆଙ୍ଗୁଳିରେ ଝୁଣ୍ଟିଆ ସୁନ୍ଦର ଦିଶୁଛି
Translation in other languages :