Meaning : କୌଣସି କାମ ପ୍ରତି ମନ ବଢ଼ାଇବା ବାଲା କଥା, କାମ ଇତ୍ୟାଦି
Example :
ତୁମର ଟେକିବା ଯୋଗୁଁ ହିଁ ଛୁଆମାନେ ଖରାପ ହେଉଛନ୍ତି ତାକୁ ବେଶି ବଢ଼ାଇବାକୁ ଦିଅନ୍ତୁ ନାହିଁ
Synonyms : ବଢ଼ାଇବା
Meaning : ଉଚ୍ଚା କରିବା
Example :
ମୁଁ ଅଭିବାଦନ କରିବାରୁ ଟେବୁଲ ଉପରେ ଝୁଙ୍କି କାମ କରୁଥିବା ଆକାଉଣ୍ଟାଣ୍ଟ ମୁଣ୍ଡ ଉଠାଇଲେ
Synonyms : ଉଠାଇବା, ଉପରକୁକରିବା
Translation in other languages :