Meaning : କାଗଜ ଆଦିରେ ତିଆରି କରାଯାଇଥିବା ବସ୍ତୁ ଯେଉଁଥିରେ କୌଣସି ବସ୍ତୁ ରଖାଯାଏ
Example :
ଦୋକାନୀ ଦୋକାନକୁ ସଜାଇବାପାଇଁ ନୂଆ ନୂଆ ବସ୍ତୁଗୁଡ଼ିକୁ ଠୁଙ୍ଗାରେ ଅଲଗା କରୁଛନ୍ତି
Translation in other languages :
कागज आदि से बनी वह वस्तु जिसमें कोई वस्तु रखी रहती है।
दूकानदार दूकान को सजाने के लिए नई-नई वस्तुओं को खोंखे से अलग कर रहा है।Meaning : କିଛି ରଖିବାପାଇଁ କାଗଜ, ଧାତୁଆଦିରେ ତିଆରି ହୋଇଥିବା ବେଲଣାକାରର ଲଫାପା ବା ଡବା
Example :
ଦୋକାନୀ ଠୁଙ୍ଗାରେ ବୁଟ ଦେଲା
Translation in other languages :
Meaning : କାଗଜରେ ତିଆରି ଶଙ୍କୁ ଆକାରର ପାତ୍ର ଯେଉଁଥିରେ ଭଜା ବାଦାମ, ଚଣାଆଦି ଭର୍ତ୍ତିକରି ବିକ୍ରିକରାଯାଏ
Example :
ବାଦାମବାଲା ପିଲାଟିର ଦୁଇ ହାତରେ ଠୁଙ୍ଗା ଧରାଇଦେଲା
Translation in other languages :