Meaning : ଢୋଲଆଦି ବଜାଇ କରାଯାଉଥିବା ରାଜକୀୟ ଘୋଷଣା ବା ଦିଆଯାଉଥିବା ସୂଚନା
Example :
ରାଜକୁମାରୀଙ୍କ ସ୍ୱୟମ୍ବର ସମ୍ପର୍କରେ ରାଜା ଡେଙ୍ଗୁରା ଦିଆଇଲେ
Synonyms : ନାଗରା
Translation in other languages :
Meaning : ଚମଡ଼ା ମଡ଼ା ଯାଇଥିବା ଯେଉଁ ଛୋଟ ବାଦ୍ୟ ବଜାଯାଇ କୌଣସି କଥା ଘୋଷଣା କରାଯାଏ
Example :
ଆଗକାଳରେ ଡେଙ୍ଗୁରା ବଜାଇ ଯେ କୌଣସି ଘୋଷଣା ଜଣାଇ ଦିଆ ଯାଉଥିଲା
Translation in other languages :