Meaning : ଢାଳିବା ବା ବହିବାପାଇଁ ପ୍ରବୃତ୍ତ କରିବା
Example :
ଏହି ତେଲରେ ଝିଟିପିଟି ପଡ଼ିଯାଇଛି - ଏହାକୁ ନଳାରେ ଢାଳିଦିଅ
Translation in other languages :
Meaning : କୌଣସି ସ୍ଥାନରେ ବା ବସ୍ତୁ ଆଦିରେ ରଖା ହୋଇଥିବା ପଦାର୍ଥ ଆଦିକୁ ଅନ୍ୟ ଜାଗାରେ ବା ବସ୍ତୁ ଆଦିରେ ରଖିବା
Example :
ଏହି ଗରାର ପାଣିକୁ ଅନ୍ୟ ଗରାରେ ଢାଳିଦିଅ
Synonyms : ଭର୍ତ୍ତି କରିବା, ରଖିବା
Translation in other languages :
Meaning : କୌଣସି ଜିନିଷର ସାମଗ୍ରୀକୁ ଛାଞ୍ଚରେ ଢାଳି ତାହାକୁ ତିଆରି କରିବା
Example :
କାରିଗର ଚୀନାମାଟିରେ ଖେଳନା ଢାଳୁଛି
Translation in other languages :
कोई चीज़ बनाने के लिए उसकी सामग्री साँचे में डालकर उसको तैयार करना।
कारीगर चीनीमिट्टी के खिलौने ढाल रहा है।Meaning : ତରଳ ପଦାର୍ଥକୁ ଗୋଟିଏ ପାତ୍ରରୁ ଅନ୍ୟ ପାତ୍ରରେ ଢାଳିବା
Example :
ମା ଢାଳରୁ ଗ୍ଲାସକୁ ଦୁଧ ଢାଳୁଛି
Translation in other languages :