Meaning : ଏଭଳି ଅନୁରୋଧ ବା ଆଦେଶ ଯାହାର ପାଳନ ପାଇଁ ବାରମ୍ବାର କୁହାଯାଇଛି
Example :
ମାଲିକ ଚାକରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଯେ ବଳଦମାନଙ୍କୁ ଖାଲି କୁଟାନଡ଼ା ଖୁଆଯାଉ
Synonyms : ନିର୍ଦ୍ଦେଶ
Translation in other languages :
Meaning : କାହାଠାରୁ ନିଜର ପ୍ରାପ୍ୟଧନ ପାଇବା ବା ଆବଶ୍ୟକ କାର୍ଯ୍ୟ କରିବାପାଇଁ ପୁଣିଥରେ କହିବା ବା ମନେପକାଇଦେବା କ୍ରିୟା
Example :
କେତେଥର ତାଗିଦା କରିବା ସତ୍ତ୍ୱେ ବି ସେ ମୋ ପଇସା ଦେଇନାହିଁ
Translation in other languages :