Meaning : ତିଆରି କରିବାର କାମ
Example :
ଘରର ତିଆରି ଆରମ୍ଭ ହୋଇଛି
Synonyms : ନିର୍ମାଣ, ପ୍ରସ୍ତୁତି, ପ୍ରସ୍ତୁତିକରଣ
Translation in other languages :
The act of constructing something.
During the construction we had to take a detour.Meaning : କୌଣସି ବିଶେଷ କର୍ଯ୍ୟ ଆରମ୍ଭ କରାଯିବା ପୂର୍ବରୁ କରାଯାଉଥିବା କାମ
Example :
ସୀମାର ବାହାଘର ପ୍ରସ୍ତୁତି ବଡ଼ ଜୋରସୋରରେ ଚାଲୁଛି
Translation in other languages :
The activity of putting or setting in order in advance of some act or purpose.
Preparations for the ceremony had begun.Meaning : ପ୍ରକୃତିରୁ ଉତ୍ପନ୍ନ କରାଯାଉଥିବା ବା ମଣିଷଙ୍କଦ୍ୱାରା ତିଆରି ହେଉଥିବା ଜିନିଷ
Example :
ଆଜିକାଲି ପ୍ରତ୍ୟେକ କମ୍ପାନୀ ନିଜନିଜର ନୂଆ ନୂଆ ଉତ୍ପାଦନ ବଜାରକୁ ଛାଡୁଛନ୍ତି
Translation in other languages :
An artifact that has been created by someone or some process.
They improve their product every year.Meaning : ଯାହାକୁ ଗଢ଼ାଯାଇ ଆକାର ଦିଆଯାଇଛି
Example :
ସୀତା ବଜାରରୁ ମାଟିରେ ତିଆରି ମୂର୍ତ୍ତିଟିଏ କିଣିଲା
Translation in other languages :
जिसे गढ़ कर कोई आकार दिया गया हो।
सीता ने बाजार से मिट्टी से गढ़ी गणेश की एक मूर्ति खरीदी।