Meaning : ଡେମ୍ଫ, ଫଳ, କନ୍ଦା,ଶାଗଆଦି ଯାହାକୁ ରାନ୍ଧି ରୋଟି, ଭାତଆଦି ସହିତ ଖିଆଯାଏ
Example :
ପ୍ରିୟମ୍ବଦା ଭେଣ୍ଡି ତରକାରୀ ରାନ୍ଧୁଛନ୍ତି
Translation in other languages :
Meaning : ରୋଷେଇ ହୋଇଥିବା ମସଲାଦାର ବା ପାଣିଆ ତରକାରୀ
Example :
ଖାଦ୍ୟରେ ଗୋଟିଏ ତରକାରି ଆଉ ଗୋଟିଏ ଭଜା ତାଙ୍କର ନିହାତି ଆବଶ୍ୟକ
Synonyms : ତରକାରି, ତିଅଣ, ବ୍ୟଞ୍ଜନ
Translation in other languages :
(East Indian cookery) a pungent dish of vegetables or meats flavored with curry powder and usually eaten with rice.
curry