Meaning : ଗୋଟିଏ ଅନଧିକାରିକ ସମୂହ ବା ଦଳ ବା ଲୋକ
Example :
ଆମରି ବିଦ୍ୟାଳୟର ବୁଦ୍ଧିମାନଦଳ ଆଜି ଫିଲ୍ମ ଦେଖିବାକୁ ଯାଉଛନ୍ତି
Translation in other languages :
Meaning : ଏକାଠି ହୋଇ ରହୁଥିବା ଗୋଟିଏ ଜଙ୍ଗଲୀ ସ୍ତନ୍ୟପାୟୀ ଜାତିର ଦଳ
Example :
ହରିଣଦଳରୁ ଅଲଗା ହୋଇଯାଇଥିବା ଶାବକକୁ ହେଟାବାଘ ମାଡ଼ିବସିଲା
Synonyms : ଗୋଠ, ପଲ, ବୃନ୍ଦ, ମେଣ୍ଟ
Translation in other languages :
A group of wild mammals of one species that remain together: antelope or elephants or seals or whales or zebra.
herdMeaning : ମନୋରଞ୍ଜନପାଇଁ ଏକତ୍ରିତ ହୋଇଥିବା ଲୋକମାନଙ୍କର ସମୂହ
Example :
ସେ ଖାଇସାରି ପାର୍ଟିରେ ଯୋଗ ଦେଲେ
Synonyms : ପାର୍ଟି
Translation in other languages :
Meaning : ଗତିଶୀଳ ଭିଡ଼ ବା ଚାଲୁଥିବା ଅବସ୍ଥାର ଭିଡ଼ ଯାହା କେଉଁଠାରୁ ଆସୁଥାଏ ବା ଯାଉଥାଏ
Example :
ଲୋକମାନଙ୍କ ଦଳର ଆଗେଆଗେ ଜଣେ ଯୁବକ ଚାଲୁଥିଲା
Translation in other languages :
Meaning : ଛେଳି ବା ମେଣ୍ଢାଆଦି ପଶୁଗୁଡ଼ିକଙ୍କର ଏକ ଦଳ
Example :
ମେଣ୍ଢା ଜଗୁଆଳ ମେଣ୍ଢା ପଲହକୁ ଅଡ଼େଇ ଜଙ୍ଗଲ ଆଡ଼କୁ ଯାଉଛି
Synonyms : ପଲ୍ହ
Translation in other languages :
Meaning : ଲୋକମାନଙ୍କର ସେହି ଗୋଷ୍ଠୀ ଯେଉଁମାନଙ୍କ ପାଖରେ ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟ କରିବା ନିମନ୍ତେ ଶକ୍ତି ବା କ୍ଷମତା ଥାଏ
Example :
ସେ ଗୋଟିଏ ଦଳରେ ମିଶିବାକୁ ଚାହୁଁଛି
Synonyms : ବାହିନୀ
Translation in other languages :
A group of people having the power of effective action.
He joined forces with a band of adventurers.Meaning : କୌଣସି କାମ ବା ଉଦ୍ଦେଶ୍ୟ ସାଧନପାଇଁ ଅଭିପ୍ରେତ ଲୋକସମୂହ
Example :
ଆଜିକାଲି ସମାଜରେ ନିତି ନୂଆ ନୂଆ ଦଳ ମୁଣ୍ଡ ଟେକୁଛନ୍ତି
Translation in other languages :
Meaning : କିଛି ବିଷୟରେ ବିଚାର-ବିମର୍ଶ କରିବା ବା ଯୋଜନା ପ୍ରସ୍ତୁତ କରିବା ବା କୌଣସି ପ୍ରତିଯୋଗିତାର ନିର୍ଣ୍ଣାୟକ ରୂପେ ଏକତ୍ରୀତ ହୋଇଥିବା କୌଣସି ବିଶେଷ କାର୍ଯ୍ୟନେଇ ଲୋକଙ୍କର ଗୋଷ୍ଠୀ
Example :
ବାଦବିବାଦ ପ୍ରତିଯୋଗିତାରେ ନିର୍ଣ୍ଣାୟକ ଦଳ ନିଜର ଫଳାଫଳକୁ ଆୟୋଜକଙ୍କ ନିକଟକୁ ପଠାଇଦେଲେ
Synonyms : ପେନେଲ
Translation in other languages :
A group of people gathered for a special purpose as to plan or discuss an issue or judge a contest etc.
panelMeaning : ଗଛବୁଦାରେ ହେଉଥିବା ସବୁଜ ରଙ୍ଗର ପତାଳା ହାଲୁକା ଅବୟବ ଯାହା ତାହାର ଡାଳରୁ ବାହାରିଥାଏ
Example :
ସେ ବଗିଚାରେ ପଡ଼ିଥିବା ଶୁଖିଲା ପତ୍ର ଏକତ୍ର କରୁଛି
Translation in other languages :
Meaning : ଏକ ସ୍ଥାନରେ ଉପସ୍ଥିତ ବା ଏକରୁ ଅଧିକ ଲୋକ, ପଶୁ ଯାହାଙ୍କୁ ଏକ ଏକକ ରୂପେ ଗ୍ରହଣ କରାଯାଏ
Example :
ଚାଷଜମିକୁ ପଶୁଗୋଠ ନଷ୍ଟଭ୍ରଷ୍ଟ କରିଦେଉଛି
Synonyms : ଗଣ, ଗୋଠ, ପଲ, ବୃନ୍ଦ, ଯୂଥ, ସମୁଦାୟ, ସମୂହ
Translation in other languages :
एक स्थान पर उपस्थित एक से अधिक मनुष्य, पशु आदि जो एक इकाई के रूप में माने जाएँ।
खेतों को पशुओं का समुदाय तहस-नहस कर रहा है।A large indefinite number.
A battalion of ants.