Meaning : କୌଣସି ନଗରର ଯେଉଁ ସ୍ଥାନରେ ଅନ୍ୟ ଦେଶର ରାଜଦୂତ ଏବଂ ତାଙ୍କ ସହକର୍ମୀମାନେ ରହନ୍ତି
Example :
ଦିଲ୍ଲୀରେ ଅନେକ ଦେଶର ଦୂତାବାସ ଅଛି
Synonyms : ଏମ୍ବାସି
Translation in other languages :
किसी नगर का वह स्थान जहाँ दूसरे राष्ट्र या राज्य का राजदूत और उसके साथी, कर्मचारी आदि रहते हों।
दिल्ली में कई देशों के दूतावास हैं।Diplomatic building that serves as the residence or workplace of a consul.
consulateMeaning : ହାଇକମିଶନରଙ୍କ କାର୍ଯ୍ୟାଳୟ
Example :
ଭାରତୀୟ ଦୂତାବାସ କେଉଁଠାରେ ଆପଣ ଜାଣିଛନ୍ତି କି?
Synonyms : ଉଚ୍ଚାୟୋଗ
Translation in other languages :
An embassy of one British Commonwealth country to another.
high commissionMeaning : ଦୂତାବେଶ ତୁଲ୍ୟ ରାଜକୀୟ ସଂସ୍ଥାନ
Example :
ପାକିସ୍ତାନ ଦୂତାବାସ ଭାରତ-ପାକ କ୍ରିକେଟ ମ୍ୟାଚ ଦେଖିବାପାଇଁ ଆଗ୍ରହୀ ଭାରତୀୟ କ୍ରିକେଟପ୍ରେମୀଙ୍କୁ ଭିସା ଦେବା କାର୍ଯ୍ୟ ଗୁରୁବାରଠାରୁ ଆରମ୍ଭ କରିବେ
Synonyms : ହାଇ କମିଶନ
Translation in other languages :