Meaning : କୌଣସି ବସ୍ତୁକୁ ଦେଖିବା ବା କିଛି ବିଷୟ ସମ୍ପର୍କରେ ବିଚାର କରିବାର ବୃତ୍ତି ବା ଢଙ୍ଗ
Example :
ଆମ ଦୃଷ୍ଟି କୋଣରେ ଆପଣଙ୍କର ଏହି କାମ ଅନୁଚିତ
Translation in other languages :
A mental position from which things are viewed.
We should consider this problem from the viewpoint of the Russians.