Meaning : ଅନୁଭବ କରାଇବା
Example :
ଭାଗ୍ୟ ଆମକୁ ବହୁତ ଖରାପ ଦିନ ଦେଖାଏ
Synonyms : ଅନୁଭବ କରାଇବା, ପହଞ୍ଚାଇବା
Translation in other languages :
Meaning : ଲୋକ ଦେଖାଣିଆ ବା ଗର୍ବର ସହିତ ପିନ୍ଧିବା ବା ପ୍ରଦର୍ଶିତ କରିବା
Example :
ଶୀଲା ନୂଆ ଚୁଡ଼ିଗୁଡ଼ିକ ଦେଖାଉଛି
Synonyms : ଉପସ୍ଥାପନ କରିବା, ପ୍ରତ୍ୟକ୍ଷ କରାଇବା, ପ୍ରଦର୍ଶନ କରିବା, ପ୍ରଦର୍ଶିତ କରିବା
Translation in other languages :
Meaning : ଯାଞ୍ଚ ବା ନିରୀକ୍ଷଣ କରାଇବା
Example :
ଆପଣ କଣ ରୋଗୀକୁ ଡାକ୍ତରକୁ ଦେଖାଇଲେ ?
Translation in other languages :
Meaning : ଆଖିରେ କୌଣସି ବ୍ୟକ୍ତି, ପଦାର୍ଥ, କାମଆଦିର ରୂପ-ରଙ୍ଗ ଏବଂ ଆକାର-ପ୍ରକାର ବା ଗୁଣଆଦିର ଜ୍ଞାନ ପ୍ରାପ୍ତ କରିବା
Example :
ସେ ଆମକୁ ନିଜର ନୂଆଘର ଦେଖାଇଲା
Synonyms : ଦର୍ଶାଇବା
Translation in other languages :
Meaning : କୌଣସି ବସ୍ତୁ ବା କାର୍ଯ୍ୟ ଆଡ଼କୁ ଇଙ୍ଗିତ କରିବା
Example :
ମାଆ ମୋତେ ଆକାଶରେ ଧ୍ରୁବ ତାରାର ସ୍ଥିତି ବତାଇଲେ
Synonyms : ନିର୍ଦ୍ଦେଶ କରିବା, ବତାଇବା
Translation in other languages :
किसी वस्तु या कार्य आदि की ओर इंगित करना।
माँ ने मुझे आसमान में ध्रुव तारे की स्थिति बताई।