Meaning : ନିୟମିତ ରୂପରେ ମିଶିବା, ବିଶେଷକରି ସ୍ତ୍ରୀ ପୁରୁଷ ବା ଅନ୍ୟ କାହାରି ସଙ୍ଗେ ସ୍ଥିର ସମ୍ବନ୍ଧ ରଖିବା
Example :
ସେ ଜଣେ ଲୋକ ସଙ୍ଗେ ମିଶୁଛି ସେ ପୁଣି ତା ପ୍ରଥମ ସ୍ତ୍ରୀ ସହିତ ମିଶୁଛି
Synonyms : ଏକତ୍ର ହେବା, ଭେଟିବା, ମିଶିବା, ସଂସର୍ଗରେ ରହିବା, ସଙ୍ଗୀହେବା, ସାକ୍ଷାତ କରିବା
Translation in other languages :
Meaning : ଭେଟହେବା
Example :
ଆଜି ମୁଁ ଶର୍ମାଙ୍କ ଘରକୁ ଯାଇଥିଲି କିନ୍ତୁ ତାଙ୍କସହ ମିଶିପାରିଲି ନାହିଁ
Synonyms : ମିଶିବା, ସାକ୍ଷାତହେବା
Translation in other languages :
भेंट होना या मुलाकात होना।
आज मैं शर्माजी के घर गया था पर वे नहीं मिले।