Meaning : ଏକ ବିଶେଷ ବିନ୍ଦୁ ପରେ ବା ଦୁଇଟି ବିନ୍ଦୁ ପର୍ଯ୍ୟନ୍ତ ବିସ୍ତାରିତ ହେବା, ଯିବା ବା ବିସ୍ତୃତ ହେବା
Example :
ତା ବୁଦ୍ଧି ବେଶୀଦୂର ପର୍ଯ୍ୟନ୍ତ ଯାଏନାହିଁ
Synonyms : ଗମନ କରିବା, ଚାଲିବା, ବିସ୍ତାରିତ ହେବା, ବିସ୍ତୃତ ହେବା, ଯିବା
Translation in other languages :