Meaning : ଆକାଶରେ ଦିଶୁଥିବା ସ୍ଥିର ଖଗୋଳୀୟ ପିଣ୍ଡ ଯାହା ରାତିରେ ଚମକୁଥିବା ଦେଖାଯାଏ
Example :
ପୃଥିବୀଠାରୁ ବହୁତ ଦୂରରେଥିବାରୁ ତାରାଗୁଡ଼ିକ ଛୋଟ ଦେଖାଯାଆନ୍ତି
Translation in other languages :
Any celestial body visible (as a point of light) from the Earth at night.
starMeaning : ଚନ୍ଦ୍ରଙ୍କ ପଥରେ ପଡ଼ୁଥିବା ସତେଇଶଟି ସ୍ଥିର ତାରାପୁଞ୍ଜ ଯାହାଙ୍କର ଭିନ୍ନଭିନ୍ନ ରୂପ ବା ଆକାର ମାନିନିଆଯାଇଛି ଓ ଯେଉଁମାନଙ୍କର ଅଲଗା ଅଲଗା ନାମ ରହିଛି
Example :
ନକ୍ଷତ୍ରମାନଙ୍କ ସଂଖ୍ୟା ସତେଇଶ
Translation in other languages :
A configuration of stars as seen from the earth.
constellationMeaning : ଯେଉଁ ସମୟରେ ଚନ୍ଦ୍ରମା ନିଜ ମାର୍ଗରେ ପଡ଼ୁଥିବା ସତେଇଶ ସ୍ଥିର ତାରା ସମୁଦାୟ ମଧ୍ୟରେ ବିତାନ୍ତି
Example :
ତାର ଜନ୍ମ ସ୍ୱାତୀ ନକ୍ଷତ୍ରରେ ହୋଇଛି
Translation in other languages :