Meaning : ବୁଣା କାମରେ ଆସୁଥିବା ତନ୍ତୀର ଏକ ଉପକରଣ
Example :
ନଟେଇରେ ଲୁଗାର ଲମ୍ବା ପାଖ ସୂତାର ଶେଷଭାଗ ଟଣା ଯାଇଥାଏ
Translation in other languages :
Meaning : ଯେଉଁ ଉପକରଣ ଉପରେ ଗୁଡ଼ି ଉଡ଼ାଇବା ସୂତା ଗୁଡ଼ାଯାଏ
Example :
ସେ ଗୁଡ଼ିର ସୂତାକୁ ଗୁଡ଼ାଇବାପାଇଁ ଗୋଟିଏ ନଟେଇ କିଣିଲା
Meaning : ବଡକାଠିରେ ତିଆରି ହୋଇଥିବା ଏକ ଉପକରଣ ଯେଉଁଥିରେ ତନ୍ତ ସୂତା ଗୁଡ଼ା ହୋଇଥାଏ
Example :
ତନ୍ତୀ ନଟେଇରେ ସୂତା ଗୁଡ଼ାଉଛି
Translation in other languages :