Subscribe
URL of the page has been copied to clipboard.
Meaning : ଯାହା କିଛି ଦିନ ପୂର୍ବେ ତିଆରି ହୋଇଛି, ବାହାରିଛି ବା ପ୍ରସ୍ତୁତ ହୋଇଛି
Example : ବୈଜ୍ଞାନିକ କ୍ଷେତ୍ରରେ ରୋବୋଟ୍ର ନିର୍ମାଣ ନୂଆ
Synonyms : ଅଭିନବ, ନବ, ନୂଆ, ନୂତନ
Translation in other languages :हिन्दी English
जिसे बने, निकले या प्रस्तुत हुए थोड़े ही दिन हुए हों।
Original and of a kind not seen before.
Meaning : ବର୍ତ୍ତମାନ ବା ଏହି ସମୟ ସହ ସମ୍ବନ୍ଧିତ
Example : ଆଧୁନିକ ଭାରତୀୟ ସମାଜ ଭ୍ରଷ୍ଟାଚାର ଆଡ଼କୁ ଉଗ୍ରସର ହେଉଛି
Synonyms : ଅଦ୍ୟତନ, ଅଧୁନାତନ, ଅପ୍ରାଚୀନ, ଆଜିକାଲି, ଆଧୁନିକ, ଇଦାନୀଂ, ଇଦାନୀଂତନ, ଏବର, ନୂଆ, ନୂତନ, ବର୍ତ୍ତମାନ, ସାମ୍ପ୍ରତିକ
Translation in other languages :हिन्दी
जिस पर इस समय की बातों या विशेषताओं की पूरी छाप हो।
Install App