Meaning : ଯାହାକୁ ଶୋଇବା ସମୟରେ ମଧ୍ୟ ନିଦ ଆସେନାହିଁ
Example :
ଉନ୍ନିଦ୍ର ବ୍ୟକ୍ତି ରାତିସାରା ଖଟ ଉପରେ କଡ଼ ବଦଳାଉଥାଏ
Synonyms : ଉନ୍ନିଦ୍ର, ନିଦ୍ରାହୀନ
Translation in other languages :
जिसे सोने के समय भी नींद न आती हो।
उन्निद्र व्यक्ति रातभर चारपाई पर करवटें बदलता रहा।