Meaning : ଯାହାପାଇଁ କୌଣସି ଅଙ୍କୁଶ ବା ବାଧା ନାହିଁ
Example :
ହିଟଲର୍ ଜଣେ ନିରଙ୍କୁଶ ଶାସକ ଥିଲେ
Synonyms : ଅପ୍ରତିଦ୍ୱନ୍ଦୀ, ଅପ୍ରତିବଦ୍ଧ, ବାଧାହୀନ, ଯଥେଚ୍ଛାଚାରୀ, ସ୍ୱଚ୍ଛନ୍ଦ
Translation in other languages :
जिसके लिए कोई अंकुश या रुकावट न हो।
हिटलर एक निरंकुश शासक था।