Meaning : କୌଣସି ବିଶେଷ ଢଙ୍ଗରେ ବା ବିଶେଷ ପ୍ରଭାବ ବା ପରିଣାମଦ୍ୱାରା କାମ କରିବା ବା ପ୍ରଭାବ ପକାଇବା
Example :
ମୁଁ ତୁମ ନିଲମ୍ବନପାଇଁ କିଛି ଭୂମିକା ଗ୍ରହଣ କରିନାହିଁ
Synonyms : ଭୂମିକା ଗ୍ରହଣ କରିବା, ସଂପାଦନ କରିବା
Translation in other languages :
Act or have an effect in a specified way or with a specific effect or outcome.
This factor played only a minor part in his decision.Meaning : କୌଣସି ନିଶ୍ଚିତ ବା ବିଶେଷ ସ୍ଥିତି ଆଦିରେ ରଖିବା
Example :
କୋଠରୀକୁ ସଫା ରଖ ସେ ସର୍ବଦା ନିଜକୁ ସୁସ୍ଥସବଳ ରଖେ
Synonyms : ଚଳାଇବା, ଧାରଣ କରିବା, ରଖିବା, ସ୍ଥାପନ କରିବା
Translation in other languages :
किसी निश्चित या विशेष स्थिति आदि में रखना।
कमरे को साफ रखो।Meaning : ସମ୍ବନ୍ଧ, ବ୍ୟବହାର ଆଦି ଠିକ ଭାବରେ ଚଳାଇ ରଖିବା
Example :
ଶାଶୁଘରେ ଯେକୌଣସି ପ୍ରକାରରେ ସୁସମ୍ପର୍କ ବଜାୟ ରଖିବାପାଇଁ ମାଆ ଝିଅକୁ ବୁଝେଇ କହିଲେ
Synonyms : ଚଳାଇ ରଖିବା, ଚଳାଇବା, ଚଳେଇନେବା, ବଜାୟ ରଖିବା
Translation in other languages :
संबंध, व्यवहार आदि ठीक तरह से चलाए चलना।
माँ ने बेटी को समझाते हुए कहा कि तुम किसी तरह ससुराल में निभा लेना।Meaning : ନିର୍ବାହ କରିବା ବା ବିତାଇଥିବା
Example :
ସେ ତାର ପିଲାଦିନ ଅତି ଗରିବ ଅବସ୍ଥାରେ କାଟିଥିଲା
Translation in other languages :
निर्वाह करना या व्यतीत करना।
उसने अपना बचपन बहुत गरीबी में बिताया।