Meaning : ଯାହାର କିଛି ଚିନ୍ତା ନାହିଁ
Example :
ଯେ ପର୍ଯ୍ୟନ୍ତ ଝିଅର ବାହାଘର ହୋଇଯାଇନାହିଁ ସେପର୍ଯନ୍ତ ମା’ ବାପା ନିଶ୍ଚିତ ହୋଇପାରନ୍ତି ନାହିଁ
Synonyms : ଅଚିନ୍ତା, ଚିନ୍ତାମୁକ୍ତ, ଚିନ୍ତାରହିତ, ଚିନ୍ତାହୀନ
Translation in other languages :
Meaning : ଯାହା ଟଳିବ ନାହିଁ, ନିଶ୍ଚୟ ହିଁ ଘଟିବ
Example :
ଜନ୍ମ ନେଉଥିବା ସବୁ ଜୀବର ମୃତ୍ୟୁ ଅବଶ୍ୟମ୍ଭାବୀ
Synonyms : ଅଟଳ, ଅନିବାର୍ଯ୍ୟ, ଅବଶ୍ୟମ୍ଭାବୀ
Translation in other languages :
Meaning : ଯାହାକୁ ନେବା, ରଖିବା ବା ମାନିବା ଏକାନ୍ତ ଆବଶ୍ୟକ
Example :
ପଞ୍ଚମ ପ୍ରଶ୍ନଟି ଅନିର୍ବାଯ୍ୟ
Synonyms : ଅନିର୍ବାଯ୍ୟ, ଆବଶ୍ୟକ
Translation in other languages :
Required by rule.
In most schools physical education is compulsory.Meaning : ଯାହା ନିର୍ଦ୍ଦିଷ୍ଟ ବା ନିର୍ଦ୍ଧାରିତ
Example :
ମୁଁ ନିର୍ଦ୍ଧାରିତ ଜାଗାରେ ପହଞ୍ଚିଯିବି
Synonyms : ଅବଧାରିତ, ଠିକ୍, ନିର୍ଦ୍ଦିଷ୍ଟ, ନିର୍ଦ୍ଧାରିତ
Translation in other languages :
Characterized by certainty or security.
A tiny but assured income.