Meaning : ନିକାଲିବା ବା ବାହାର କରିବାରକାମ
Example :
ବର୍ଷାର ପାଣି ଠିକ ରୂପେ ନିଷ୍କାସନ ହୋଇପାରୁନାହିଁ
Synonyms : ବାହାରିଯିବା
Translation in other languages :
Meaning : କାହାରିକୁ ଦଣ୍ଡଦେଇ କୌଣସି ସ୍ଥାନ, କ୍ଷେତ୍ର ଆଦିରୁ ବାହାରକରିବା ବା ଦୂରକରିବା
Example :
ଅଛୁଆଁ ଜାତିର ଝିଅସହିତ ବିବାହ କରିବାରୁ ମଙ୍ଗୁଳୁର ଜାତିରୁ ବହିଷ୍କାର ହେଲା
Translation in other languages :
The act of expelling a person from their native land.
Men in exile dream of hope.Meaning : ବାହାରିବା ଓ ବାହାରକରିବା ପ୍ରକ୍ରିୟା ବା ଭାବ
Example :
ସହରରେ ଜଳ ନିଷ୍କାସନର ସୁବ୍ୟବସ୍ଥା ହେବା ଉଚିତ
Translation in other languages :