Meaning : ଯେଉଁଥିରେ ଦୟାନାହିଁ
Example :
କଂସ ଜଣେ କ୍ରୁରବ୍ୟକ୍ତି ଥିଲା, ସେ ବସୁଦେବ ଓ ଦେବକୀକୁ ବନ୍ଦୀଶାଳାରେ ରଖିଥିଲା
Synonyms : କଠୋର, କରୁଣାହୀନ, କ୍ରୁର, ଦୟାହୀନ, ନିର୍ଦ୍ଦୟ, ନୃଶଂସ
Translation in other languages :
जिसमें दया न हो।
कंस एक क्रूर व्यक्ति था, उसने वसुदेव और देवकी को कैदख़ाने में डाल दिया था।Without mercy or pity.
An act of ruthless ferocity.