Meaning : କୌଣସି ବନ୍ଧନ ବା କାମରୁ ମୁକ୍ତ ହେବା
Example :
ମୁନିଋଷି ମାନେ ନିଜ ସାଧନା ବଳରେ ସଂସାରିକ ଦୁଃଖରୁ ନିଜକୁ ମୁକ୍ତ କରିଥିଲେ
Synonyms : ଉଦ୍ଧାର କରିବା, ଉଦ୍ଧାର ପାଇବା, ମୁକ୍ତ କରିବା, ମୁକ୍ତି ପାଇବା
Translation in other languages :
किसी बंधन या काम से मुक्त होना।
ऋषि अपनी साधना के बल पर संसार के दुःखों से उबरता है।Bring into safety.
We pulled through most of the victims of the bomb attack.